ଜିସୁର୍ ଜନମ୍ ବିସଇ
26 ଏଲିସାବେତ୍ ଗାଗ୍ଡେଅଇ ଚ ମାସ୍ ଅଇଲାକେ, ପର୍ମେସର୍ ଗାବ୍ରିଏଲ୍ ଦୁତ୍କେ ଗାଲିଲି ରାଇଜର୍ ନାଜରିତ୍ ନାଉଁର୍ ନଅରେ ଗଟେକ୍ ଦାଙ୍ଗ୍ଡିର୍ ଟାନେ ପାଟାଇଲା । 27 ୧:୨୭ ମାତିଉ ୧:୧୮ସେ ଦାଙ୍ଗ୍ଡିର୍ ନାଉଁ ମରିୟମ୍, ଦାଉଦ୍ ବଁସର୍ ଜସେପ୍ ନାଉଁର୍ ଗଟେକ୍ ଦାଙ୍ଗ୍ଡା ସଙ୍ଗ୍ ତାର୍ ମାଙ୍ଗ୍ନି ଅଇରଇଲା ।