ଡୁବନ୍ ଦେଉ ଜଅନର୍ ଜନମ୍
5 ଜିଉଦା ଦେସର୍ ରାଜା ଏରଦର୍ ବେଲେ, ଅବିୟ ପୁଜାରି ଦଲେ ଜିକରିୟ ନାଉଁର୍ ଗଟେକ୍ ପୁଜାରି ରଇଲା । ତାର୍ ମାଇଜି ଏଲିସାବେତ୍ । ସେ ଆରଣ୍ ବଁସର୍ ରଇଲା । 6 ପର୍ମେସରର୍ ଦେକ୍ବା ଇସାବେ ସେମନ୍ ଦୁଇଲକ୍ ଜାକ ମାପ୍ରୁର୍ ସବୁ ଆଦେସ୍, ବିଦି ଇସାବେ କରତେରଇଲାଇ ।