16 ୧୦:୧୬ ମାତିଉ ୧୦:୪୦; ମାର୍କ ୯:୩୭; ଲୁକ୍ ୯:୪୮; ଜଅନ୍ ୧୩:୨୦ ଜେଡେବେଲେ ଜନ୍ ଲକ୍ମନ୍ ତମର୍ କାତା ସୁନ୍ବାଇ, ସେମନ୍ ମର୍ କାତା ସୁନ୍ବାଇ । ଜନ୍ ଲକ୍ମନ୍ ତମ୍କେ ନ ମାନତ୍, ସେମନ୍ ମକେ ନ ମାନତ୍, ଆରି ଜନ୍ ଲକ୍ମନ୍ ମକେ ନ ମାନତ୍, ସେମନ୍ ମକେ ପାଟାଇରଇବା ପର୍ମେସର୍କେ ମିସା ନ ମାନତ୍ ।