17 ତାର୍ପଚେ ସେ ସତୁରି ଲକ୍ ବାଉଡି ଆଇଲାଇ ଆରି ସାର୍ଦାଅଇକରି କଇଲାଇ, "ମାପ୍ରୁ, ତମର୍ ନାଉଁ ଦାରି ଆଦେସ୍ ଦେଲେ ଡୁମାମନ୍ମିସା ଆମର୍ କାତା ମାନ୍ଲାଇନି ।" 18 ମାତର୍ ଜିସୁ ସେମନ୍କେ କଇଲା, "ସଇତାନ୍ ବାଦ୍ଲେଅନି ବିଜ୍ଲି ପାରା ଅଇ ଅଦର୍ବାଟା ମୁଇ ଦେକ୍ଲି । 19 ଦେକା, ମୁଇ ତମ୍କେ ସାଁପ୍ ଆରି ବିସ୍କାକ୍ଡା ଉପ୍ରେ ଇଣ୍ଡ୍ବାକେ ବପୁ ଦେଲିଆଚି, ଆରି ସତ୍ରୁର୍ ଉପ୍ରେ ରଇବା ବପୁ ମିସା ଦେଲିଆଚି । ତମ୍କେ କେ ମିସା କାଇଟା କରିନାପାରତ୍ । 20 ଏଲେମିସା ଆତ୍ମାମନ୍ ଆମର୍ କାତା ମାନ୍ଲାଇନି ବଲି ସାର୍ଦା ଉଆନାଇ । ତମର୍ ନାଉଁମନ୍ ସର୍ଗେ ଲେକାଅଇଆଚେ ବଲି ସାର୍ଦାଉଆ ।"
Publicidade