33 ତମ୍କେ ଜନ୍ ଜନ୍ଟା ଆଚେ, ସେଟା ବିକିଦେଇ ଗରିବ୍ମନ୍କେ ଦାନ୍ କରା । ଜନ୍ଟା କି କେବେ ନ ସାରେ, ନିଜର୍ ନିଜର୍ପାଇ ଏନ୍ତାରି କାଣା ନ ଅଇବା ବେସ୍ନି ତିଆର୍କରା । ଜନ୍ଟାନେ ଚର୍ ନ ଆସେ କି କିଡାମନ୍ ମିସା ନ ନସାଅତ୍ । ସର୍ଗେ ଏନ୍ତାରି ନ ସାର୍ବା ଦନ୍ ସଙ୍ଗଇରୁଆ । 34 କାଇକେବଇଲେ ଜନ୍ଟାନେ ତମର୍ ଦନ୍, ତେଇସେ ତମର୍ ମନ୍ ।
Publicidade