4 "ମାତର୍ ତମେ ମର୍ ମଇତର୍, ତମ୍କେ ମୁଇ କଇଲିନି, ଜନ୍ ଲକ୍ମନ୍ ଗାଗଡ୍କେ ମରାଇବାଇ, ମାତର୍ ତାର୍ପଚେ ତମର୍ ଆତ୍ମାକେ କାଇଟା କରିନାପାରତ୍, ସେମନ୍କେ ଡରାନାଇ । 5 ମାତର୍ କାକେ ଡର୍ସା, ସେଟା ମୁଇ ତମ୍କେ ଜାନାଇବି, ମରାଇଲାପଚେ ନର୍କେ ପିଙ୍ଗ୍ବାକେ ଜାର୍ ଅଦିକାର୍ ଆଚେ, ତାକେ ଡରା, ଉଁ ମୁଇ ତମ୍କେ ସତ୍ କଇଲିନି, ପର୍ମେସର୍କେ ଡରା ।
Publicidade
Publicidade