6 "ପାଁଚ୍ଟା ଚେଟିଆ ଚଡଇ କାଇ ଅଲପ୍ ଡାବୁକେ ବିକା ନଅଏ କି ? ଏଲେ ମିସା ସେମନର୍ ବିତ୍ରେଅନି ଗଟେକ୍କେ ମିସା ପର୍ମେସର୍ ନ ପାସ୍ରେ । 7 ମାତର୍ ତମର୍ ମୁଣ୍ଡର୍ ସବୁ ଚେଣ୍ଡି ମିସା ଏଜା ଅଇଲାଆଚେ । ଡରାନାଇ, ତମେମନ୍ କେତେକ୍ କେତେକ୍ ଚେଟିଆ ଚଡଇର୍ ଟାନେଅନି ମୁକିଅ ।"
Publicidade
Publicidade