ଆଜ୍ଲା ପିଲା
11 ଏ କାତା ବୁଜାଇ ଦେବାକେ ଜିସୁ ସେମନ୍କେ ଆରି ଗଟେକ୍ କାତାନି କଇଲା । ଗଟେକ୍ ଲକ୍କେ ଦୁଇଟା ପିଲାମନ୍ ରଇଲାଇ । 12 ଦିନେକ୍ ସାନ୍ ପଅ ତାର୍ ବାବାକେ କଇଲା, "ଏ ବାବା ତର୍ ଦନ୍ ମର୍ବାଗେ ଜେତ୍କି ଅଇସି, ସେଟା ଏବେ ମକେ ଦେଇପାକା ।" ସେଟାର୍ ପାଇ ତାର୍ ବାବା ତାର୍ ଦନ୍ ଦୁଇବାଗ୍ କରି ତାର୍ ପିଲାମନ୍କେ ଦେଲା । 13 ଅଲପ୍ ଦିନ୍ ଗାଲା ପଚେ ସାନ୍ ପିଲା ତାର୍ ବାଗର୍ ସବୁ ଦନ୍ ବିକିଦେଇ ମିଲ୍ଲା ଡାବୁ ଟୁଲିଆଇ ଗଟେକ୍ ଦୁର୍ ଦେସେ ଉଟିଗାଲା । ଆରି ତାର୍ ସବୁ ଡାବୁ ନିଜେ ମନ୍କଲା ଇସାବେ କର୍ଚ କଲା । 20 ଆରି ସେ ଜାଗା ଚାଡି ବାବାର୍ ଲଗେ ଜିବାକେ ବାରଇଲା ।
ମାତର୍ ସେ ପିଲା ଦୁରିକେ ରଇଲାବେଲେ ବାବା ତାକେ ଦେକ୍ଲା । ତାକେ ଦେକି ବେସି କଲିକରମ୍ ଅଇ, ତାର୍ ଲଗେ ପାଲାଇ ଆସି ପାଟାଲିକରି ଚୁମ୍ଲା । 22 ମାତର୍ ତାର୍ ବାବା ନିଜର୍ ଗତିଦାଙ୍ଗ୍ଡାମନ୍କେ କଇଲା, "ତମେ ବେଗି ଜାଇକରି ସବୁର୍ଟାନେଅନି ନିମାନ୍ ଚକାପଚିଆ ତାକେ ପିନ୍ଦାଇଦିଆସ୍ । ଆରି ତାର୍ ଆଙ୍ଗ୍ଟି ମୁନ୍ଦି ପିନ୍ଦାଆ । ତାର୍ ଗଡେ ପାଣ୍ଡଇ ପିନ୍ଦାଇଦିଆସ୍ ।" 24 କାଇକେ ବଇଲେ ମର୍ ପିଲା ମରିଜାଇରଇଲା, ଆରି ଏବେ ଜିବନ୍ ଅଇଲା ଆଚେ । ସେ ଆଜିଜାଇ ରଇଲା ଏବେ ମିଲ୍ଲା ଆଚେ ।" ସେଟାର୍ପାଇଁ ସେମନ୍ ବଜି କର୍ବାର୍ ବସ୍ଲାଇ ।