12 ଦିନେକ୍ ସାନ୍ ପଅ ତାର୍ ବାବାକେ କଇଲା, "ଏ ବାବା ତର୍ ଦନ୍ ମର୍ବାଗେ ଜେତ୍କି ଅଇସି, ସେଟା ଏବେ ମକେ ଦେଇପାକା ।" ସେଟାର୍ ପାଇ ତାର୍ ବାବା ତାର୍ ଦନ୍ ଦୁଇବାଗ୍ କରି ତାର୍ ପିଲାମନ୍କେ ଦେଲା । 13 ଅଲପ୍ ଦିନ୍ ଗାଲା ପଚେ ସାନ୍ ପିଲା ତାର୍ ବାଗର୍ ସବୁ ଦନ୍ ବିକିଦେଇ ମିଲ୍ଲା ଡାବୁ ଟୁଲିଆଇ ଗଟେକ୍ ଦୁର୍ ଦେସେ ଉଟିଗାଲା । ଆରି ତାର୍ ସବୁ ଡାବୁ ନିଜେ ମନ୍କଲା ଇସାବେ କର୍ଚ କଲା । 14 ତାର୍ଲଗେ ରଇଲା ସବୁ ଡାବୁ ସାରାଇଦେଲା । ପଚେ ସେ ଦେସର୍ ଗୁଲାଇ ବାଟେ ମର୍ଡି ଅଇଲା । ଆରି କାଇଟା ମିସା ଗେନି କାଇବାକେ ତାର୍ଲଗେ ଡାବୁ ନ ରଇଲା । 16 ଆରି ତାକେ ବେସି ବୁକ୍ ଲାଗ୍ତେ ରଇଲା । ତାକେ ଗୁସ୍ରିମନର୍ କାଦି କାଇବାକେ ମନ୍ଲାଗ୍ଲା ମାତର୍ ସେ କାଦି ମିସା ଦେଅତ୍ ନାଇ । 17 ସେବେଲେ ତାକେ ଚେତ୍ନା ଆଇଲାଜେ ସେ ମନେ ମନେ ଏନ୍ତି ବାବ୍ଲା । ମର୍ ବାବାର୍ ଗରେତା କାମ୍ କର୍ବା ଗତିଦାଙ୍ଗ୍ଡାମନର୍ କେତେ କାଦି ଉବ୍ରି ଗାଲାନି । ମାତର୍ ମୁଇ ଇତି ବୁକେ ମରିଜିବିବେ । 18 ସେଟାର୍ପାଇଁ ମୁଇ ଏ ଜାଗା ଚାଡିକରି ମର୍ ବାବାର୍ ଲଗେ ବାଉଡି ଜିବି । ଆରି ତାକେ କଇବି, "ଏ ବାବା ମୁଇ ପର୍ମେସର୍ ଆରି ତର୍ ବିରଦେ ପାପ୍ କରିଆଚି । 20 ଆରି ସେ ଜାଗା ଚାଡି ବାବାର୍ ଲଗେ ଜିବାକେ ବାରଇଲା ।
ମାତର୍ ସେ ପିଲା ଦୁରିକେ ରଇଲାବେଲେ ବାବା ତାକେ ଦେକ୍ଲା । ତାକେ ଦେକି ବେସି କଲିକରମ୍ ଅଇ, ତାର୍ ଲଗେ ପାଲାଇ ଆସି ପାଟାଲିକରି ଚୁମ୍ଲା ।