17 ସେବେଲେ ତାକେ ଚେତ୍ନା ଆଇଲାଜେ ସେ ମନେ ମନେ ଏନ୍ତି ବାବ୍ଲା । ମର୍ ବାବାର୍ ଗରେତା କାମ୍ କର୍ବା ଗତିଦାଙ୍ଗ୍ଡାମନର୍ କେତେ କାଦି ଉବ୍ରି ଗାଲାନି । ମାତର୍ ମୁଇ ଇତି ବୁକେ ମରିଜିବିବେ । 18 ସେଟାର୍ପାଇଁ ମୁଇ ଏ ଜାଗା ଚାଡିକରି ମର୍ ବାବାର୍ ଲଗେ ବାଉଡି ଜିବି । ଆରି ତାକେ କଇବି, "ଏ ବାବା ମୁଇ ପର୍ମେସର୍ ଆରି ତର୍ ବିରଦେ ପାପ୍ କରିଆଚି ।
Publicidade