23 ଆରି ସେ ନରକ୍ କୁଣ୍ଡେ ଗାଲା । ତେଇ ସେ ବେସି କସ୍ଟ ପାଇବାବେଲା ଉପ୍ରେ ସରଗ୍ପୁରେ ଦେକ୍ଲେ ଲାଜାର୍ ଅବ୍ରାଆମର୍ ଲଗେ ବସି ଆଚେ । 24 ସେ ଆଉଲି ଅଇ କଇଲା, "ଏ ବାବା ଅବ୍ରାଆମ୍, ମକେ ଦୟା କର୍ । ଲାଜାର୍କେ ମର ଲଗେ ପାଟାଇଦେସ୍ । ସେ ଆସିକରି ନିଜର୍ ଆଙ୍ଗ୍ଟି ସଙ୍ଗ୍ ପାନି ଦେଇ, ମର୍ ଜିବ୍ କାକର୍ କର । କାଇକେ ବଇଲେ ମୁଇ ଏ ନରକ୍ପୁରର୍ ଜଇଲଗେ ବେସି କସ୍ଟ ପାଇଲିନି ।"
Publicidade
Publicidade