ପାରୁସି ଆରି ସିସ୍ତୁମାଙ୍ଗୁମନର୍ କାତା
9 ତେଇ ରଇଲା କେତେକ୍ ଲକ୍ମନ୍ ନିଜ୍କେ ମୁଇ ନିକ ଆଚି ବଲି ବାବିଅଇ ବିନ୍ଲକ୍କେ ଗିନ୍ କର୍ତେ ରଇଲାଇ । ସେନ୍ତି ଲକ୍ମନର୍ ବିସଇ ବୁଜାଇବାକେ ଜିସୁ ସେମନ୍କେ ଏ କାତାନି କଇଲା ।
14 ୧୮:୧୪ ମାତିଉ ୨୩:୧୨; ଲୁକ୍ ୧୪:୧୧ଜିସୁ ତାର୍ ସିସ୍ମନ୍କେ କଇଲା, "ସେ ଦୁଇଲକ୍ ପାର୍ତନା ସାରାଇ ବାଅଡ୍ଲାକେ, ସିସ୍ତୁମାଙ୍ଗୁସେ ପର୍ମେସର୍ ଦେକ୍ବା ଇସାବେ ଦରମ୍ ରଇଲା । ପାରୁସି ନାଇ । ଜେ ବଡ୍ପନ୍ ଦେକାଇ ଅଇସି ଆରି ବଡ୍ ବଲି ବାବ୍ସି, ତାକେ ପର୍ମେସର୍ ସାନ୍ ଲକ୍ କର୍ସି । ମାତର୍ ଜେ ନିଜ୍କେ ସାନ୍ ଲକ୍ପାରା ବାବ୍ସି ତାକେ ପର୍ମେସର୍ ବଡ୍ ଲକ୍ କର୍ସି, ଏ କାତା ଏତାଇ ରୁଆ ।"