11 କାଇକେବଇଲେ, ଆଜିସେ ଦାଉଦ୍ ରାଜାର୍ ଜନମ୍ ନଅରେ ତମର୍ପାଇ ଗଟେକ୍ ଉଦାର୍କାରିଆ ଜନମ୍କଲା ଆଚେ, ସେ କିରିସ୍ଟ ମାପ୍ରୁ । 12 ଆରି ତମର୍ପାଇ ବଲି ଏଟା ଗଟେକ୍ ଚିନ୍ପାରା ଅଇସି, ତମେ ଲୁଗା ଗୁଡିଆଇକରି ଗଟେକ୍ ପିଲା ଗରୁସାଲର୍ ଡଙ୍ଗାଇ ଡୁଲାଇ ରଇବାଟା କଜି ମିଲାଇସା ।"
Publicidade

+581 estão orando agora.
Junte-se à corrente de oração.