6 ଜସେପ୍ ଆରି ମରିୟମ୍ ବେତ୍ଲିଇମେ ରଇଲାବେଲେ, ମରିୟମର୍ ଆତ୍ଗଡ୍ ସୁକ୍ ଅଇବା ଦିନ୍ କେଟି ଆଇଲା । 7 ଆରି ମରିୟମ୍ ତାର୍ ପଣୁଆ ପିଲାକେ ତେଇ ଜନମ୍ଦେଲା, ଆରି ତାକେ ଲୁଗାସଙ୍ଗ୍ ଗୁଡିଆଇକରି ଗରୁସାଲର୍ ଡଙ୍ଗାକୁଣ୍ଡେ ଡୁଲାଇରଇଲା, କାଇକେବଇଲେ ସେମନ୍କେ ରଇବାପାଇ ବାସାଗରେ ଟାନ୍ ନ ରଇଲା ।
Publicidade
Publicidade