ମେଣ୍ଡା ଗଉଡ୍ମନ୍ ଜିସୁର୍ ଜନମ୍ କବର୍ ସୁନ୍ଲାଇ
8 ବେତ୍ଲିଇମ୍ ଲଗେ କେତେଟା ମେଣ୍ଡା ଚାରାଉ ଗଉଡ୍ମନ୍ ସେ ରାତିଆ ପଦାଇ ରଇ ତାକର୍ ମେଣ୍ଡା ଗଟାନି ଜାଗ୍ତେରଇଲାଇ । 9 ଆରି ଏଦେ ଦେକା ! ମାପ୍ରୁର୍ ଦୁତ୍ ଗଟେକ୍ ଆସି ସେମନର୍ ଲଗେ ଟିଆଅଇଲା, ଆରି ମାପ୍ରୁର୍ ମଇମାର୍ ଉଜଲ୍ ତାକର୍ ଚାରିବେଡ୍ତି ଜଲ୍ସିଗାଲାଜେ ଗଉଡ୍ମନ୍ ବେସି ଡରିଗାଲାଇ । 10 ତେଇ ଦୁତ୍ ସେମନ୍କେ କଇଲା, "ଡରାନାଇ ! ଦେକା ମୁଇ ସବୁଲକର୍ପାଇ ଗଟେକ୍ ବେସି ସାର୍ଦାର୍ କବର୍ ତମ୍କେ ଜାନାଇଲିନି, ଜନ୍ଟାକି ସବୁଲକର୍ପାଇ ସାର୍ଦାର୍ ବିସଇ ଅଇସି । 11 କାଇକେବଇଲେ, ଆଜିସେ ଦାଉଦ୍ ରାଜାର୍ ଜନମ୍ ନଅରେ ତମର୍ପାଇ ଗଟେକ୍ ଉଦାର୍କାରିଆ ଜନମ୍କଲା ଆଚେ, ସେ କିରିସ୍ଟ ମାପ୍ରୁ । 12 ଆରି ତମର୍ପାଇ ବଲି ଏଟା ଗଟେକ୍ ଚିନ୍ପାରା ଅଇସି, ତମେ ଲୁଗା ଗୁଡିଆଇକରି ଗଟେକ୍ ପିଲା ଗରୁସାଲର୍ ଡଙ୍ଗାଇ ଡୁଲାଇ ରଇବାଟା କଜି ମିଲାଇସା ।"
13 ସେଡ୍କିବେଲେ ଅଟାତ୍ ସର୍ଗେଅନି ଦୁତ୍ମନ୍ ମାନ୍ଦାଅଇ, ସେ ସରଗର୍ ଦୁତ୍ଟାନେ କେଟି ପର୍ମେସର୍କେ ସୁମର୍ନା କର୍ବାର୍ ଦାର୍ଲାଇ ।
14 "ସର୍ଗେ ରଇବା ପର୍ମେସରର୍ ଜୟ ଜୟ କରୁ,
ଆରି ଦର୍ତନିଟାନେ ରଇବା ଜନ୍ ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ ସେମନ୍କେ ସାନ୍ତି ମିଲ ।"