22 ଏବେ ତୁଇ ଆମ୍କେ କଅ, ରମିୟ ସର୍କାରର୍ ରାଜା କାଇସର୍କେ ସିସ୍ତୁ ଦେବାଟା ଆମର୍ ନିୟମ୍ ଇସାବେ ଟିକ୍ କି ନାଇ ?"
23 ମାତର୍ ଜିସୁ ସେମନର୍ ମନ୍ବିତ୍ରର୍ କାତା ଜାନିକରି କଇଲା, 24 "ମକେ ଗଟେକ୍ ରମିୟ ସର୍କାରର୍ ଅଦ୍ଲି ଡାବୁ ଦେକାଆ । ତେଇ କାର୍ ମୁର୍ତି ଆରି କାର୍ ନାଉଁ ଆଚେ ?" "କାଇସରର୍ ମୁର୍ତି ଆରି ନାଉଁ ଆଚେ ।" ବଲି ସେମନ୍ କଇଲାଇ ।
25 "ସେନ୍ତାର୍ ରଇଲେ ଜନ୍ଟା କାଇସରର୍ଟା ସେଟା କାଇସର୍କେ ଦିଆସ୍, ଜନ୍ଟା ପର୍ମେସରର୍ଟା ସେଟା ପର୍ମେସର୍କେ ଦିଆସ୍ ।" ବଲି କଇଲା ।