19 ଆରି ରୁଟି ଦାରିକରି ପର୍ମେସର୍କେ ଦନିଅବାଦ୍ଦେଇ ବାଙ୍ଗାଇ ସେମନ୍କେ ଦେଇକରି କଇଲା, "ଏଟା ମର୍ ଗାଗଡ୍, ଜନ୍ଟା ତମର୍ ପାଇ ଦିଆଅଇଲା ଆଚେ । ମକେ ଏତାଇବା ପାଇ ଏଟା କରା ।" 20 ସେନ୍ତାରିସେ କାଇଲା ପଚେ ସେ ମୁତାଇ ଅଙ୍ଗୁର୍ ରସ୍ ଦାରି କଇଲା, "ଏ ମୁତା ମର୍ ବନିତେଇ, ପର୍ମେସର୍ ଲକ୍ମନର୍ ସଙ୍ଗ୍ କଲା ନୁଆ ରାଜିନାମା । ଏଟା ତମର୍ପାଇ ଜର୍ଲା ମର୍ ବନି ।"
Publicidade