50 ସିସ୍ମନର୍ ବିତ୍ରେଅନି ଗଟେକ୍ ଲକ୍, ବଡ୍ ପୁଜାରିର୍ ଗତିଦାଙ୍ଗ୍ଡାର୍ ଉଜା କାନ୍ ଚିଡ୍ତେ କାଟିପାକାଇଲା ।
51 ଏଟା ଦେକି ଜିସୁ କଇଲା, "ନିଚୁ" । ସେ ଚିଡ୍ଲା କାନ୍ ଚିଇକରି ନିକ କଲା ।