40 ମାତର୍ ଆରି ଗଟେକ୍ ଲକ୍ ତାକେ ଦମ୍କାଇ କରି କଇଲା, "ତୁଇ କାଇ ପର୍ମେସର୍କେ ଡରୁସ୍ ନାଇ କି ? ତୁଇ ମିସା ତାର୍ପାରା ସମାନ୍ ଡଣ୍ଡ୍ ପାଇଲୁସ୍ନି କି ନାଇ ? 41 ଆରି ଆମେ ବୁଲ୍କରି ନିୟମ୍ ଇସାବେ ଡଣ୍ଡ୍ ପାଇଲୁନି । ମାତର୍ ସେତା କାଇ ବୁଲ୍ କରେ ନାଇ ।" 42 ଆରି ସେ ଜିସୁକେ, "ଏ ଜିସୁ, ତୁଇ ନିଜର୍ ରାଇଜେ ରାଜା ଅଇ ଆଇଲେ ମକେ ଏତାଆ ।"
43 ଜିସୁ ତାକେ କଇଲା, "ମୁଇ ତକେ ସତ୍ କଇଲିନି, ଆଜିସେ ତୁଇ ମର୍ସଙ୍ଗ୍ ୨୩:୪୩ ଜିସୁକେ ବିସ୍ବାସ୍ କରି ମଲା ଲକ୍ମନ୍ ରଇବା ସାର୍ଦାର୍ ଜାଗାପାରଦେସେ ରଇସୁ ।"