6 ଜିସୁ ଇତି ନାଇ, ପର୍ମେସର୍ ତାକେ ଉଟାଇଲାଆଚେ । ସେ ତମର୍ ସଙ୍ଗ୍ ଗାଲିଲିତେଇ ମିସ୍ତେ ରଇଲା ବେଲେ ତମ୍କେ କାଇବଲି କଇରଇଲା, ସେଟା ତମର୍ ମନେ ନାଇ କି ? 7 ନର୍ପିଲା ପାପି ଲକ୍ମନର୍ ଆତେ ସର୍ପାଇ ଅଇସି ଆରି ସେମନ୍ ତାକେ କୁର୍ସେ କୁଟିମାରି ମରାଇ ଦେବାଇ । ମାତର୍ ତିନ୍ଦିନ୍ ଗାଲାପଚେ ସେ ଆରି ତରେକ୍ ଜିବନ୍ ଅଇ ଉଟ୍ସି ।"
Publicidade
Publicidade