ସତ୍ରୁମନ୍କେ ମିସା ଆଲାଦ୍ କରା
27 "ମାତର୍ ତମେମନ୍ ସୁନି ଆଚାସ୍ଜେ ମୁଇ ତମ୍କେ କଇଲିନି, ତମର୍ ସତ୍ରୁମନ୍କେ ଆଲାଦ୍ କରା, ଜନ୍ ଲକ୍ମନ୍ ତମ୍କେ ଇନ୍ କର୍ବାଇ, ସେମନର୍ ମଙ୍ଗଲ୍ କରା । 28 ଜନ୍ ଲକ୍ମନ୍ ତମ୍କେ ସାଇପ୍ ଦେବାଇ, ସେମନ୍କେ ଆସିର୍ବାଦ୍ କରା । ଜନ୍ ଲକ୍ମନ୍ ତମ୍କେ ଇଜତ୍ ଜିକ୍ବାଇ, ସେମନର୍ପାଇ ପାର୍ତନା କରା ।