ବିନ୍ ଲକ୍ମନ୍କେ ବିଚାର୍ କରାନାଇ
37 "ବିନ୍ଲକର୍ ବିଚାର୍ କରାନାଇ, ସେନ୍ତାର୍କଲେ ପର୍ମେସର୍ ତମ୍କେ ବିଚାର୍ କର୍ସି । ଦସ୍ ନ ଦିଆସ୍, ସେନ୍ତାର୍କଲେ ପର୍ମେସର୍ ତମ୍କେ ଦସ୍ ନ ଦାରେ । କେମା କରା, ସେନ୍ତାର୍କଲେ ତମ୍କେ କେମା ମିଲ୍ସି । 38 ବିନ୍ ଲକ୍କେ ଦାନ୍ କରା, ସେନ୍ତାର୍କଲେ ପର୍ମେସର୍ ତମ୍କେ ଦାନ୍ ଦେଇସି, ଲକ୍ମନ୍ ମାନ୍ଟାନେ କାଦି ପୁରୁନ୍କରି ତାକେ ଚାପି ଜୁଲାଇ, ଉଚ୍ଲାଇକରି, ତମର୍ ଅଁଟିତେଇ ଦେବାଇ, କାଇକେବଇଲେ ଜନ୍ ଇସାବେ ତମେ ନାପ୍ସା, ସେ ଇସାବେ ସେ ତମ୍କେ ନାପି ଦିଆଅଇସି ।"