33 କାଇକେବଇଲେ, ଡୁବନ୍ ଦେଉ ଜଅନ୍ ଆସି ଉପାସେ ରଇ, ଆମଟ୍ ଅଇଲା ପଲ୍ରସ୍ ମିସା କାଏନାଇ, ଆରି ତମେ ତାକେ କଇଲାସ୍ନି ଡୁମା ଦାରିଆଚେ ବଲି । 34 ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ଆସି କିଆପିଆ କଲିନି, ଆରି ତମେମନ୍ କଇଲାସ୍ନି, ଦେକା ଅ ! ଏ ଗଟେକ୍ କାଉରାଟା ଆରି ମଦୁଆଟା, ସିସ୍ତୁମାଙ୍ଗୁମନର୍ ଆରି ପାପିମନର୍ ମଇତର୍ ।