2 ୮:୨ ମାତିଉ ୨୭:୫୫,୫୬; ମାର୍କ ୧୫:୪୦,୪୧; ଲୁକ୍ ୨୩:୪୯ଜନ୍ ମାଇଜିମନ୍ ଡୁମାଦାର୍ଲା ଟାନେଅନି ଆରି ଜର୍ଦୁକା ଟାନେଅନି ନିକ ଅଇରଇଲାଇ, ସେମନ୍ ମିସା ତାର୍ ସଙ୍ଗ୍ ରଇଲାଇ । ମାଇଜିମନର୍ ବିତ୍ରେ ଅନି ମରିୟମ୍ ଜାକେ କି ମଗ୍ଦଲିନି ମରିୟମ୍ ବଲି କଇବାଇ । ଜାର୍ଟାନେଅନି ସାତ୍ଟା ଡୁମା ବାରଇ ଜାଇରଇଲାଇ । 3 ଏରଦ୍ ରାଜାର୍ ଗୁମସ୍ତା କୁଜାର୍ ମାଇଜି ଜଆନା, ସସନା, ଆରି କେତେକ୍ କେତେକ୍ ମାଇଜିମନ୍, ଜିସୁର୍ ସଙ୍ଗ୍ ରଇ ନିଜର୍ ନିଜର୍ ଦନ୍ ସାରାଇ ତାକେ ସେବା କର୍ତେରଇଲାଇ ।