ଜାଇରସର୍ ଟକି ଆରି ବନି ଜିବା ମାଇଜି ନିକ ଅଇଲାଇ
40 ଜିସୁ ଗାଡ୍ ସେପାଟେ ଅନି ଏ ପାଟେ ଆରିତରେକ୍ ବାଉଡି ଆଇଲା ପଚେ, ଲକ୍ମନ୍ ତାକେ ସାର୍ଦା ସଙ୍ଗ୍ ମାନ୍ଲାଇ । କାଇକେ ବଇଲେ ସେମନ୍ ତାକେ ଜାଗି ରଇଲାଇ ।
56 ତେଇ ଟକିର୍ ବାବା ମା କାବା ଅଇଗାଲାଇ, ମାତର୍ ଜିସୁ ସେ ଗଟ୍ନାର୍ କାତା କାକେ ଜାନାଆ ନାଇ ବଲି ଆଦେସ୍ ଦେଲା ।