ଜିସୁ ବାର୍ଟା ସିସ୍ମନ୍କେ ପାଟାଇଲା
1 ପଚେ ଜିସୁ ବାର୍ଟା ସିସ୍ମନ୍କେ ରୁଣ୍ଡାଇକରି, ସେମନ୍କେ ସବୁ ଡୁମା ଚାଡାଇବାକେ, ରଗ୍ ନିକ କର୍ବାକେ ବପୁ ଆରି ଅଦିକାର୍ ଦେଲା । 2 ଆରି ସେମନ୍କେ ପର୍ମେସରର୍ ରାଇଜ୍ ଜାନାଇବାକେ ଆରି ରଗ୍ଦୁକା ଅଇରଇବା ଲକ୍ମନ୍କେ ନିକ କର୍ବାକେ ପାଟାଇଲା ।