ଜିସୁର୍ ଡୁବନ୍ ଆରି ପରିକା
9 ସେଡ୍କିବେଲେ ଜିସୁ ଗାଲିଲି ଜାଗାର୍ ନାଜରିତ୍ ଗଡେ ଅନି ଆସି ଜର୍ଦନ୍ ଗାଡେ ଡୁବନ୍ ଦେଉ ଜଅନର୍ ଟାନେ ଡୁବନ୍ ନେଲା । 11 ୧:୧୧ ମାତିଉ ୩:୧୭;୧୨:୧୮; ମାର୍କ ୯:୭; ଲୁକ୍ ୩:୨୨ଆରି ସର୍ଗେଅନି ଗଟେକ୍ ସର୍ ସୁନିଅଇଲା, "ତୁଇ ମର୍ ଆଲାଦର୍ ପିଲା, ତର୍ଟାନେ ମୁଇ ବେସି ସାର୍ଦା ।"