11 ୧୦:୧୧ ମାତିଉ ୫:୩୨; ୧ମ କରନ୍ତିୟ ୭:୧୦,୧୧ଜିସୁ ସେମନ୍କେ କଇଲା, "ଗଟେକ୍ ମନସ୍ ତାର୍ ମାଇଜିକେ ଚାଡ୍ପତର୍ ଦେଇ ବିନ୍ ମାଇଜିକେ ବିବା ଅଇସି ବଇଲେ, ସେ ମନସ୍ ପର୍ତୁମ୍ ମାଇଜିର୍ ବିରୁଦେ ପାଦ୍ରା କାମ୍ କଲାନି । 12 ଆରି ସେନ୍ତି ସେ ଜନ୍ ମାଇଜିଟକି ତାର୍ ମୁନୁସ୍କେ ଚାଡ୍ ପତର୍ ଦେଇ, ବିନ୍ ମୁନୁସ୍କେ ବିବା ଅଇସି ବଇଲେ ସେ ମିସା ପର୍ତୁମ୍ ମନସ୍ ବିରୁଦେ ପାଦ୍ରି କାମ୍ କଲାନି ।" ବଲିକରି କଇଲା ।
Publicidade