12 ବାଇ ବାଇକେ ମରାଇବାତେଇ ସର୍ପିଦେବାଇ ଆରି ବାବା ପିଲାକେ ମରାଇବାତେଇ ସର୍ପି ଦେବାଇ ଆରି ପିଲାଟକିମନ୍ ତାକର୍ ମାଆ ବାବା ବିରୁଦେ ଉଟିକରି ସେମନ୍କେ ମରାଇବାକେ ସର୍ପିଦେବାଇ । 13 ୧୩:୧୩ ମାତିଉ ୧୦:୨୨ତମେ ମର ସିସ୍ ଅଇରଇଲାର୍ ଲାଗି ସବୁ ଲକ୍ମନ୍ ତମ୍କେ ଗିନ୍ କର୍ବାଇ । ମାତର୍ ଜେ ସାରାସାରି ଜାକ ମୁର୍ଚି କରି ରଇସି, ସେ ରକିଆପାଇସି ।"