6 ମାତର୍ ଜିସୁ ସେମନ୍କେ କଇଲା, "ସେ ମାଇଜିକେ ଚାଡିଦିଆସ୍, କାଇକେ ତାକେ ଲାଗିକରି କସ୍ଟ ଦେଲାସ୍ନି ? ସେ ମର୍ପାଇ ନିକ କାମ୍ କଲାଆଚେ । 7 କାଇକେବଇଲେ, ଗରିବ୍ ଲକ୍ମନ୍ ସବୁବେଲା ତମର୍ସଙ୍ଗ୍ ଆଚତ୍ । ତମେ ଜେଡେବେଲା ମନ୍କଲେ, ସେଡେବେଲା ସେମନ୍କେ ସାଇଜ କରିପାରାସ୍ । ମାତର୍ ମୁଇ ଆରି ବେସିଦିନ୍ ତମର୍ ସଙ୍ଗ୍ ନ ରଇ । 8 ଏ ମାଇଜି ଜେତ୍କି ପାର୍ଲା, ସେତ୍କି କଲାଆଚେ । ସେ ମର୍ ମଲା ଗାଗଡ୍ ମସ୍ନେ ତପ୍ବା ଆଗ୍ତୁ ଚିକନ୍ ଲାଗାଇଦେଲା ଆଚେ । 9 ମୁଇ ତମ୍କେ ସତ୍କାତା କଇଲିନି, ଗୁଲାଇ ଜଗତେ ଜନ୍ ଜାଗାଇ ମିସା ମାପ୍ରୁର୍ ନିକ କବର୍ ଜାନାଇଅଇସି । ଏ ମାଇଜି ଜାଇଟା କଲାଆଚେ, ତାକେ ଏତାଇକରି ସେଟା ମିସା କଇବାଇ ।"
Publicidade