20 ତାର୍ପଚେ ତାର୍ ସିସ୍ମନ୍ ଜାଇକରି ଏ ଦୁନିଆର୍ ଗୁଲାଇବାଟେ ମାପ୍ରୁ ଜିସୁର୍ ନିମାନ୍ କାତା କଇଲାଇ ଆରି ମାପ୍ରୁ ତାକର୍ ସଙ୍ଗ୍ ରଇକରି କାବାଅଇଜିବା ବିନ୍ ବିନ୍ କାମ୍ କଲା । ଏନ୍ତାରି ସେମନ୍ କଇବା କାତା ସତ୍ ବଲି ଦେକାଇଦେଲା । ୧୬:୨୦ କେତେଟା ପୁର୍ନା ଲେକାଇ ମାର୍କ ୧୬, ୯-୨୦ ନ ମିଲେ
Publicidade