15 ପଚେ ଜିସୁ ଲେବିର୍ ଗରେ ଜାଇ କାଇବା ବେଲେ ବେସି ସିସ୍ତୁମାଙ୍ଗ୍ବା ଲକ୍ ଆରି ଜନ୍ ଲକ୍ମନ୍କେ ପାପି ବଲି କଇତେରଇଲାଇ, ତାର୍ ସିସ୍ମନ୍ର୍ ସଙ୍ଗ୍ ମିସି କାଇତେରଇଲାଇ । କାଇକେବଇଲେ ଏନ୍ତାରି ବେସି ଲକ୍ ତାର୍ ସଙ୍ଗ୍ ଜାଇତେ ରଇଲାଇ । 16 ଜିସୁ ପାପି ଆରି ସିସ୍ତୁମାଙ୍ଗୁମନର୍ ସଙ୍ଗ୍ କାଇଲାନି, ଏଟା ଦେକିକରି ପାରୁସି ଦଲର୍ ସାସ୍ତର୍ ସିକାଉମନ୍ ତାର୍ ସିସ୍ମନ୍କେ କଇବାର୍ ଦାର୍ଲାଇ, "ସେ କାଇକେ ସିସ୍ତୁମାଙ୍ଗୁମନର୍ ଆରି ପାପିମନର୍ ସଙ୍ଗ୍ କାଇଲାନି ?"
17 ସେଟା ସୁନି ଜିସୁ ସାସ୍ତର୍ ସିକାଉମନ୍କେ କଇଲା, " ନିମାନ୍ ଲକ୍ମନର୍ପାଇ ଡାକ୍ଦରର୍ ଲଡା ନାଇ, ମାତର୍ ନିମାନ୍ ନ ରଇଲା ଲକ୍ମନ୍କେ ଲଡା ଆଚେ । ଜେ ନିଜେ ‘ମୁଇ ଦରମ୍ ଲକ୍ ।’ ବଲି ବାବିଅଇବା ଲକର୍ପାଇ ମୁଇ ଆସିନାଇ, ମାତର୍ ପାପିମନ୍କେ ପାପ୍ଟାନେଅନି ବାଉଡାଇବାକେ ଆସିଆଚି ।"
ଉପାସ୍ ବିସଇ
(ମାତିଉ ୯:୧୪-୧୭; ଲୁକ୍ ୫:୩୩-୩୯)