5 ଜିସୁ ସେମନର୍ ବିସ୍ବାସ୍ ଦେକି ଚେରେଙ୍ଗ୍ ରଗିକେ କଇଲା, "ବାବୁରେ ମୁଇ ତର୍ ପାପ୍ କେମା କରିଦେଲି ।"
9 କନ୍ଟା କର୍ବାଟା ସଅଜ୍ ଅଇଲାନି ? ବାବୁରେ ‘ମୁଇ ତର୍ ପାପ୍ କେମା କରିଦେଲି ।’ ବଲି କଇବାଟା, କି ‘ଉଟ୍ ତର୍ କଟ୍ ବଇ ଇଣ୍ଡିଜା ।’ ବଲ୍ବାଟା ? 10 ମାତର୍ ଗୁଲାଇ ଜଗତର୍ ପାପ୍ କେମା କର୍ବାକେ ପର୍ମେସର୍ ପାଟାଇଲା ନର୍ପିଲା ମର୍ ଅଦିକାର୍ ଆଚେ ବଲି ଏବେ ମୁଇ, ଏ ଲକ୍କେ ନିକ କରି ଦେକାଇବି ।" ସେ ଚେରେଙ୍ଗ୍ ରଗିକେ କଇଲା, 11 "ମୁଇ ତକେ କଇଲିନି ଉଟ୍, ତର୍ କଟ୍ ବଇ, ନିଜର୍ ଗରେ ବାରିଜା ।"