ଜିସୁର୍ ମାଆ ଆରି ବାଇବଇନିମନ୍
31 ସେଡ୍କିବେଲେ ଜିସୁର୍ ମା ଆରି ବାଇମନ୍ ଆସି ବାଇରେ ଟିଆ ଅଇ ଜିସୁକେ ଡାକାଇପାଟାଇଲାଇ । 32 ତେଇ ତାର୍ ଚାରିବେଡ୍ତି ବସି ରଇବା ଲକ୍ମନ୍ ତାକେ କଇଲାଇ, "ଦେକା, ତମର୍ ମାଆ ଆରି ବାଇ ବଇନି ବାଇରେ ରଇ ତମ୍କେ କଜ୍ଲାଇନି ।" 33 ଜିସୁ ସେମନ୍କେ କଇଲା, "କେ ମର୍ ମା ଆରି ବାଇବଇନିମନ୍ ?" 34 ସେ ତାର୍ ଚାରିବେଡ୍ତି ବସିରଇବା ଲକ୍ମନ୍କେ ଦେକିକରି କଇଲା, "ଏମନ୍ ମର୍ ମାଆ ଆରି ମର୍ ବାଇ ବଇନି । 35 ଜନ୍ ଲକ୍ମନ୍ ପର୍ମେସର୍ ମନ୍କଲାଟା ପୁରାପୁରୁନ୍ କର୍ବାଇ, ସେ ମର୍ ବାଇ, ବଇନି ଆରି ମା ।"