38 ସେଡ୍କିବେଲେ ଜିସୁ ଡଙ୍ଗାର୍ ପଚ୍ ଚଟୁ ମାର୍ବା ଲଗେ ମଚ୍ଲା ମୁଣ୍ଡିସାକରି ସଇଦେଇ ରଇଲା । ସିସ୍ମନ୍ ତାକେ ଉଟାଇ କଇଲାଇ, "ଏ ଗୁରୁ, ଆମେ ବୁଡିଜିବୁବେ, ତମ୍କେ କାଇ ଚେତ୍ନା ନାଇ ?"
39 ସେଡ୍କିବେଲେ ଜିସୁ ଉଟି ପବନ୍କେ ଦମ୍କାଇ ଦେଇ ଲଅଡିକେ କଇଲା, "ତବିର୍ ଅଇ ଚୁପ୍ ର ।" ସେଡ୍କି ବେଲେ ପବନ୍ ବନ୍ଦ୍ ଅଇଲା, ଆରି ସବୁ ତବିର୍ ଅଇଲା । 40 ଆରି ସେ ସିସ୍ମନ୍କେ କଇଲା, "କାଇକେ ଏତେକ୍ ଡର୍ଲାସ୍ନି ? ତମ୍କେ ଏବେଜାକ ମର୍ଲଗେ ବିସ୍ବାସ୍ ନାଇ କି ?"