27 ତେବେ ରାଜା ସେଦାପ୍ରେ ଗଟେକ୍ ସଇନକେ ପାଟାଇ ତାର୍ ମୁଣ୍ଡ୍ ଆନ୍ବାକେ ଆଦେସ୍ ଦେଲା, ତେଇ ସଇନ ବନ୍ଦି ଗରେ ଜାଇ, ଡୁବନ୍ ଦେଉ ଜଅନର୍ ମୁଣ୍ଡ୍ କାଟ୍ଲା । 28 ଆରି ସେ ମୁଣ୍ଡ୍ ଗଟେକ୍ ତାଲାଇ ଆନି ଟକିକେ ଦେଲା, ଆରି ଟକି ଡୁବନ୍ ଦେଉ ଜଅନର୍ ମୁଣ୍ଡ୍ ନେଇ ତାର୍ ମାକେ ଦେଲା ।