20 ଆରି ସେ କଇଲା, "ମୁନୁସର୍ ମନ୍ବିତ୍ରେ ଅନି ଜନ୍ଟା ବାରଇସି, ସେଟାସେ ତାକେ ଆସାର୍ କର୍ସି । 21 କାଇକେବଇଲେ ମୁନୁସର୍ ମନ୍ ବିତ୍ରେ ଅନି କରାପ୍ ଚିନ୍ତା ବାରଇସି । ସେଟାମନ୍ ଅଇଲାନି, ପାଦ୍ରା ପାଦ୍ରି କାମ୍, ଚର୍କାମ୍, ଲକ୍ମନ୍କେ ମରାଇବା କାମ୍ । 22 ବିବା ଅଇ କର୍ବା ବେସିଆ କାମ୍, ବିବା ନଇତେ କର୍ବା ବେସିଆ କାମ୍, ଲବାଇବାଟା, ମିଚ୍ କଇବାଟା, ଅଲ୍ସୁଆ ଅଇବାଟା, ଆଁକାର୍ ଅଇବାଟା, ନିନ୍ଦା କାତା କଇବାଟା, ବଡ୍ପନ୍ ଅଇବାଟା, ବକୁଆ ଅଇବାଟା । 23 ଏ ସବୁ କରାପ୍ ବିସଇମନ୍ ବିତ୍ରେଅନି ବାରଇ ଲକ୍କେ ନସାଇଦେଇସି ।"
Publicidade
Publicidade