17 ସେ ମାନ୍ଦା ଲକ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ଜିସୁକେ ଡାକି କଇଲା, "ଏ ଗୁରୁ, ମୁଇ ମର୍ ପିଲାକେ ନିକ କର୍ବାକେ ତମର୍ ଟାନେ ଆନିରଇଲି । ତାର୍ ବିତ୍ରେ ଗଟେକ୍ କାରାପ୍ ଆତ୍ମା ପୁରିକରି ତାକେ କାତା ଅଇବାକେ ଦେଏ ନାଇ ।
22 ଆରି ସେ କଇଲା, "ସେ କାରାପ୍ ଆତ୍ମା ପିଲାକେ ମରାଇବାକେ ବେସିତର୍ ପାନିଟାନେ ଆରି ଜଇଟାନେ ମଡିକରି ଅଦ୍ରାଇ ଆଚେ । ମାତର୍ ତୁଇ ଜଦି କାଇଟା କର୍ବାକେ ପାରୁସ୍ ବଇଲେ ଆମର୍ ପାଇ ଦୟାକରି ସାଇଜ କର୍ ।"
23 ଜିସୁ ତାକେ କଇଲା, "କାଇକେ ଜଦି ପାରୁସ୍ ବଇଲେ ନିମାନ୍ କର୍ ବଲିକରି କଇଲୁସ୍ନି ? କାଇକେବଇଲେ ପର୍ମେସର୍କେ ବିସ୍ବାସ୍ କର୍ବା ଲକ୍ମନର୍ ତେଇ ସବୁ ଅଇସି ।"
24 ସେ ଦାପ୍ରେ ପିଲାର୍ ବାବା ଆଉଲିଅଇକରି, "ମୁଇ ବିସ୍ବାସ୍ କଲିନି, ଆରି ଅଦିକ୍ ବିସ୍ବାସ୍ କର୍ବାକେ ମକେ ସାଇଜ କର୍ ।" ବଲିକରି କଇଲା ।