39 ମାତର୍ ଜିସୁ କଇଲା, "ତାକେ ଏନ୍ତି ନ କର୍ ବଲି ତେବାଆ ନାଇ କାଇକେବଇଲେ, ମର୍ ନାଉଁର୍ ବପୁ ପାଇକରି କାବା ଅଇଜିବା କାମ୍ମନ୍ କରିପାର୍ବା ଲକ୍, ମର୍ ବିରୁଦେ କାରାପ୍ କାତା ନ କଏ । 40 ୯:୪୦ ମାତିଉ ୧୨:୩୦; ଲୁକ୍ ୧୧:୨୩କାଇକେବଇଲେ ଜେ ଆମ୍କେ ବିରଦ୍ ନ କରେ, ସେ ଆମର୍ ନିଜର୍ ଲକ୍ ।
Publicidade