ଜିସୁର୍ ଜନମ୍ ବିସଇ
18 ୧:୧୮ ଲୁକ୍ ୧:୨୭ ଏଟା ଅଇଲାନି ଜିସୁ କିରିସ୍ଟର୍ ଜନମ୍ ବିସଇ । ଜିସୁର୍ ମା ମରିୟମର୍ ସଙ୍ଗ୍ ଜସେପ୍ ନାଉଁର୍ ଗଟେକ୍ ଦାଙ୍ଗ୍ଡାର୍ ପାଇ ବିବା ମାଙ୍ଗ୍ନି ଅଇରଇଲା । ମାତର୍ ସେମନର୍ ବିବା ନ ଅଇତେ ସୁକଲ୍ ଆତ୍ମାଇ ଅନି ଗାଗ୍ଡେ ଅଇରଇବାଟା ମରିୟମ୍ ଜାନିପାର୍ଲା ।