19 ତମର୍ ବିଚାର୍ନା ଅଇବାବେଲେ ‘କାଇଟା କଇବି, କେନ୍ତି କଇବି’ ବଲି ଚିନ୍ତା କରି ତେରେପେତେ ନ ଉଆ । ଟିକ୍ ସେବେଲାଇ ସେଟା ତମ୍କେ ଜାନାଇ ଦିଆଅଇସି । 20 କାଇକେ ବଇଲେ ତମେ ନିଜେ କାଇଟା କଇବାକେ ନ ପଡେ । ବାବା ପର୍ମେସର୍ ସୁକଲ୍ ଆତ୍ମାଇ ତମର୍ ଟଣ୍ଡେଅନି କାତା କଇସି ।"
Publicidade