2 ସେ ବାର୍ଟା ପେରିତ୍ମନର୍ ନାଉଁ ଅଇଲାନି, ସିମନ୍ ଜାକେକି ପିତର୍ ବଲି ଡାକ୍ବାଇ, ଆରି ତାର୍ ବାଇ ଆନ୍ଦ୍ରିୟ, ଜେବଦିର୍ ପଅ ଜାକୁବ୍ ଆରି ତାର୍ ବାଇ ଜଅନ୍, 3 ପିଲିପ୍ ଆରି ବାର୍ତଲମି, ତମା ଆରି ସିସ୍ତୁମାଙ୍ଗୁମନ୍ ମାତିିଉ, ଆଲ୍ପିର୍ ପଅ ଜାକୁବ୍ ଆରି ତଦିୟ, 4 କିଣାନିୟ ସିମନ୍ ଜେ କି ଇସ୍ରାଏଲ୍ ଲକ୍ମନର୍ ମୁକ୍ତିର୍ ପାଇ ଚେସ୍ଟା କର୍ତେରଇଲା । ଆରି ଇସ୍କାରିୟତ୍ ଜିଉଦା, ଜେ ଜିସୁକେ ସତ୍ରୁମନ୍କେ ସର୍ପିଦେଇ ରଇଲା ।