କାକେ ଡର୍ବାର୍
29 ଡାବୁଦେଇ ଦୁଇଟା ଚେଟିଆ ଚଡଇ ଗେନିପାରାସ୍, ମାତର୍ ତମର୍ ବାବା ପର୍ମେସର୍ ନାଜାନ୍ତେ ସେ ଚଡଇମନର୍ତେଇଅନି ଗଟେକ୍ ମିସା ନ ମରତ୍ । 30 ଆରି ପର୍ମେସର୍ ତମର୍ ମୁଣ୍ଡର୍ ଚେଣ୍ଡି ମିସା ଗଟେକ୍ ଗଟେକ୍ କରି ଏଜିଆଚେ । 31 ଡରାନାଇ, ବେସି ଚେଟିଆ ଚଡଇମନର୍ ତେଇ ଅନି ତମର୍ ଦାମ୍ ଅଦିକ୍ ।" ଇସ୍ରାଏଲ୍ ନଅରେ ପୁର୍ବର୍ ଚାଉନି ଉପ୍ରେ ତିଆର୍ ଅଇରଇବା ଗର୍