ଜିସୁ ଆରି ବାଲ୍ଜିବୁଲ୍
22 ତାର୍ ପଚେ ଦିନେକ୍ ଲକ୍ମନ୍ ଗଟେକ୍ କାଣା ଅଇ ଗୁଲା ଅଇଜାଇରଇଲା ଲକ୍କେ ଜିସୁର୍ ଲଗେ ଆନ୍ଲାଇ । ତାକେ ଡୁମା ଦାରିରଇଲାଜେ କାତାଅଇ ନାପାର୍ତେ ରଇଲା । ଜିସୁ ତାକେ ନିମାନ୍ କଲା । ଏଦେ ଦେକା ! ସେ ଦେକ୍ଲା ଆରି କାତା କଇପାର୍ଲା ।