31 ସେଟାର୍ପାଇଁ ମୁଇ ତମ୍କେ କଇଲିନି, ଜଦି କେ ଆଲେ ପାପ୍ କଲେ କି ନିନ୍ଦା କାତା କଇଲେ ମିସା, ତାର୍ ଲାଗି ତାକେ କେମା ଦିଆଅଇସି । ମାତର୍ କେ ଜଦି ସୁକଲ୍ ଆତ୍ମାର୍ ବିରୁଦେ କାଇ ବଲି କଇସି ବଇଲେ, ତାକେ କେମା ନାଇ । 32 ୧୨:୩୨ ଲୁକ୍ ୧୨:୧୦ଜଦି କେ ନର୍ପିଲା, ମର୍ ବିରଦେ ନିନ୍ଦା କାତା କଇଲେ, ତାକେ କେମା ମିଲ୍ସି, ମାତର୍ ଜେ ଜଦି ସୁକଲ୍ ଆତ୍ମାର୍ ବିରୁଦେ ନିନ୍ଦା କାତା କଇଲେ ତାକେ ଏବେ କି ପଚ୍କେ ମିସା କେମା ନ ମିଲେ ।