42 ବିଚାର୍ କର୍ବାବେଲେ ଦକିନ୍ ଦେସେ ରଇବା ସେବା ନାଉଁର୍ ଗଟେକ୍ ଜାଗାର୍ ରାନି, ତମର୍ ଦସ୍ ଦେକାଇବାକେ ଟିଆ ଅଇସି, କାଇକେ ବଇଲେ ସଲମନର୍ ଗିଆନର୍ କାତା ସୁନ୍ବାକେ ବେସି ଦୁର୍ ଦେସେଅନି ସେ ଆସି ରଇଲା । ମାତର୍ ମୁଇ ତମ୍କେ ସତ୍ କଇଲିନି, ସଲ୍ମନର୍ ଟାନେ ଅନି ଗଟେକ୍ ବେସି ବଡ୍ ଲକ୍ ଇତି ଆଚେ ।"
Publicidade
Publicidade