55 ଏ କାଇ ସେ ବାଡଇର୍ ପିଲା ! ମରିୟମ୍ ତାର୍ ମାଆ ! ଜାକୁବ୍, ଜସେପ୍, ସିମନ୍ ଆରି ଜିଉଦା ତାର୍ ବାଇମନ୍ ! 56 ତାର୍ ବଇନିମନ୍ ଇତି ଆଚତ୍ ! ତେବେ ଏ ସବୁ ବପୁ ସେ କନ୍ତିଅନି ମିଲାଇଲା ?"