3 ଜିସୁ କଇଲା, "ତମେ କାଇକେ ପର୍ମେସରର୍ ଆଦେସ୍ ନ ମାନି ନିଜର୍ ରିତିନିତି ଇସାବେ କାମ୍ କଲାସ୍ନି ?" 4 ପର୍ମେସର୍ ଆଦେସ୍ ଦେଲାଆଚେ, ମା ବାବାକେ ଆଲାଦ୍କରା । ଆରି କେ ମିସା ନିଜର୍ ବାବା ମାକେ ସାଇପ୍ ଦେଇକରି କାଇବଲି କଇସି ବଇଲେ, ସେ ମରନର୍ ଡଣ୍ଡ୍ ପାଇସି ।