ସରଗ୍ ରାଇଜେ ସବୁର୍ଟାନେଅନି କେ ବଡ୍
1 ୧୮:୧ ଲୁକ୍ ୨୨:୨୪ ସେ ବେଲେ ସିସ୍ମନ୍ ଜିସୁକେ ପାଚାର୍ଲାଇ, "ସରଗ୍ ରାଇଜେ ସବୁର୍ଟାନେଅନି କେ ବଡ୍ ?" 2 ଜିସୁ ଗଟେକ୍ ସାନ୍ ପିଲାକେ ଡାକି ସେମନର୍ ଲଗେ ଟିଆକରାଇ କଇଲା, 3 ୧୮:୩ ମାର୍କ ୧୦:୧୫; ଲୁକ୍ ୧୮:୧୭"ମୁଇ ତମ୍କେ ସତ୍ କଇଲିନି, ତମର୍ ମନ୍ ବାଦ୍ଲାଇ ସାନ୍ ପିଲାମନର୍ ପାରା ନ ଅଇଲେ ସରଗ୍ ରାଇଜେ କେବେ ପୁରି ନାପାରାସ୍ । 4 ଜେ ନିଜ୍କେ ସୁଆଲ୍ କରି ସାନ୍ ପିଲାପାରା ଅଇସି, ସେ ସରଗ୍ ରାଇଜେ ସବୁର୍ଟାନେଅନି ବଡ୍, 5 ଆରି, ଜେକି ମର୍ ନାଉଁ ଦାରି ଏ ସାନ୍ ପିଲାକେ ନାମ୍ସି, ସେ ମକେ ମିସା ନାମ୍ସି ।"
ବିସ୍ବାସେ ବିସ୍
(ମାର୍କ ୯:୪୨-୪୮; ଲୁକ୍ ୧୭:୧-୨)
10 ୧୮:୧୦ ଲୁକ୍ ୧୯:୧୦ ଏ ସାନ୍ ପିଲାମନର୍ ବିତ୍ରେ ଅନି ଗଟେକ୍କେ ମିସା ଇନ୍କରା ନାଇ । ମୁଇ ତମ୍କେ କଇଲିନି, ଏ ମନର୍ ଜତନ୍ ନେଇତେ ରଇବା ସରଗର୍ ଦୁତ୍ମନ୍ ସବୁ ବେଲା ମର୍ ବାବାର୍ ଲଗେ ଆଚତ୍ ।