6 "ମର୍ତେଇ ବିସ୍ବାସ୍ କର୍ତେ ରଇବା ଏ ସାନ୍ ପିଲାମନର୍ ବିତ୍ରେଅନି ଗଟେକ୍ ଲକ୍ କେ ଆଲେ ବିସ୍ବାସେ ବାଦା ଗଟାଇସି ବଇଲେ, ତାର୍ ଗାଲାଇ ଜତା ପାକ୍ନା ବାନ୍ଦିକରି ତାକେ ସମ୍ଦୁରେ ବୁଡାଇଦେବାଟା ନିକ ଅଇସି ।
ଗଟେକ୍ ବାଇ ତମର୍ ବିରୁଦେ ପାପ୍ କଲେ
15 ୧୮:୧୫ ଲୁକ୍ ୧୭:୩ "ଜଦି ତମର୍ ବାଇ ତମର୍ ବିରୁଦେ ପାପ୍ କର୍ସି, ତାର୍ ଲଗେ ଜାଇ ତାର୍ ପାପ୍ ତାକେ ଦେକାଇ ଦିଆସ୍ । ମାତର୍ ତମେ ଦୁଇ ଲକ୍ ରଇଲା ବେଲେ ଏଟା ଲୁଚ୍ତେ କରା । ଜଦି ସେ ତମର୍ କାତା ସୁନ୍ସି, ତମର୍ ବାଇକେ ତମେ ଆରି ତରେକ୍ ପାଇସା ।